ଭୁବନେଶ୍ୱର,୨୯।୦୮(ଡ଼ି.ଏଚ ବ୍ୟୁରୋ):-ଉତ୍ତର ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହା ପ୍ରଭାବରେ ଆସନ୍ତା ୩ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ। ଆଜି ବାଲେଶ୍ଵର, ଭଦ୍ରକ, ଜଗତସଂହପୁର, କେନ୍ଦୁଝର, କେନ୍ଦ୍ରାପଡ଼ା ଓ ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ବର୍ଷା ହେବାର ସମ୍ଭାବନା ରହିଛି l
















