Wednesday, September 2, 2026
ADVERTISEMENT
Home Uncategorized ପୁଣି ବୈତରଣୀର ଜଳସ୍ତର ବଢ଼ିବାରେ ଲାଗିଛି l

ପୁଣି ବୈତରଣୀର ଜଳସ୍ତର ବଢ଼ିବାରେ ଲାଗିଛି l

1
ADVERTISEMENT

ଯାଜପୁର,୦୨/୦୯(ଡ଼ି.ଏଚ ବ୍ୟୁରୋ):-ପୁଣି ବୈତରଣୀର ଜଳସ୍ତର ବଢ଼ିବାରେ ଲାଗିଛି l ଫଳରେ ଭଦ୍ରକ ଓ ଯାଜପୁର ଜିଲ୍ଲାର ତଳିଆ ଅଞ୍ଚଳ ଜଳବନ୍ଦୀ ହେବାର ଆଶଙ୍କା ବଢିଛି। । ଏବଂ ଆଖୁଆପଦା ନିକଟରେ ବୈତରଣୀ ନୀଦର ଜଳସ୍ତର ବିପଦ ସଂକେତ ଉପରେ ପ୍ରଭାବିତ ହେଉଛି। ସେପଟେ ବୁଢ଼ାବଳଙ୍ଗ ଓ ସୁବର୍ଣ୍ଣରେଖା ଓ ଜଳକା ନଦୀର ଜଳସ୍ତର ବୃଦ୍ଧି ପାଉଥିବା ବେଳେ ବାଲେଶ୍ବର ଏବଂ ମୟୂରଭଞ୍ଜ ଜିଲ୍ଲାରେ ପୁଣିଥରେ ବନ୍ୟା ଆଶଙ୍କା ସୃଷ୍ଟି ହୋଇଛି।

Advertisement