ଭୁବନେଶ୍ୱର,୦୮।୦୯(ଡ଼ି.ଏଚ ବ୍ୟୁରୋ):- ଆଜି ଠାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପାଞ୍ଚ ଦିନିଆ ୟୁଏଇ ଗସ୍ତରେ ଯାଇ ଓଡ଼ିଶାକୁ ପୁଞ୍ଜି ଆକର୍ଷଣ ପାଇଁ ବିଭିନ୍ନ ନିବେଶକ ଓ ଶିଳ୍ପପତିଙ୍କ ସହିତ ଆଲୋଚନା କରିବେ । ଏବଂ ମୁଖ୍ୟମନ୍ତ୍ରୀଙ୍କ ସହିତ ଶିଳ୍ପମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ଶିଳ୍ପ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏବଂ ରାଜ୍ୟ ସରକାରଙ୍କ ଅନ୍ୟ ବରିଷ୍ଠ ଅଧିକାରୀମାନେ ମଧ୍ୟ ଗସ୍ତ କରିବେ ।
















