Friday, September 11, 2026
ADVERTISEMENT
Home ଆଞ୍ଚଳିକ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି ।

ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି ।

2
ADVERTISEMENT

ଭୁବନେଶ୍ୱର,୧୧।୦୯(ଡ଼ି.ଏଚ ବ୍ୟୁରୋ):- ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରିରହିଛି । ଫଳରେ ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ନରବଙ୍ଗପୁର ,କୋରାପୁଟ ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, ଗଜପତି ଏବଂ ଗଞ୍ଜାମ ଜିଲା ରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Advertisement