ବ୍ରହ୍ମପୁର ୧୩।୦୯(ଡ଼ି.ଏଚ ବ୍ୟୁରୋ):-ଗଞ୍ଜାମ ଜିଲ୍ଲା ବଡ଼ଗଡ଼ ଥାନା ଅନ୍ତର୍ଗତ ଯୋଡlବନ୍ଧ ନିକଟରେ ପୂର୍ବ ବିବାଦକୁ ନେଇ ଯୁବକଙ୍କୁ ଗୁଳିମାଡ଼ । ଯୁବକ ଜଣଙ୍କ ସରlବାଡି ଗାଁର ଜୟସେନ ପ୍ରଧାନ ହୋଇଥିବାବେଳେ ଗୁରୁତର ଅବସ୍ଥାରେ ତାଙ୍କୁ ବ୍ରହ୍ମପୁର MKCGକୁ ସ୍ଥାନାନ୍ତର କରାଯାଇଛି l ଏବଂ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।


















