Sunday, September 20, 2026
ADVERTISEMENT
Home ଆଞ୍ଚଳିକ ରାଜ୍ୟରେ ଆସନ୍ତା ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା...

ରାଜ୍ୟରେ ଆସନ୍ତା ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି l

1
ADVERTISEMENT

ଭୁବନେଶ୍ୱର,୨୦।୯(ଡ଼ି.ଏଚ ବ୍ୟୁରୋ):-ଉତ୍ତର ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରି ପୂର୍ବ- କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ। ଯାହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣି ପାଗ ବିଭାଗ ପୂର୍ବାନୁମାନ କରିଛି । ଫଳରେ ଦକ୍ଷିଣ ଓ ଉପକୂଳରେ ଅଧିକ ବର୍ଷା ସମ୍ଭାବନା ଅଛି।

Advertisement