ବରଗଡ଼,୨୨।୦୯(ଡ଼ି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ବରଗଡ଼ ଜିଲ୍ଲା ଗାଇସିଲେଟ ବ୍ଲକର କାର୍ଯ୍ୟରତ ପଞ୍ଚାୟତ ନିର୍ବାହୀ ଅଧିକାରୀ କାର୍ତ୍ତିକେଶ୍ବର ବେହେରା l ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ତାଙ୍କ ଘରେ ଚଢ଼ାଉ ଜାରି ରଖି ଥିବାବେଳେ ପୂର୍ବରୁ ତାଙ୍କ ନାଁରେ ବିଭିନ୍ନ ସରକାରୀ ଯୋଜନାରେ ଅନିୟମିତତା ଓ ଲାଞ୍ଚ ନେବାଭଳି ଅଭିଯୋଗ ହୋଇଥିଲା।














