ବ୍ରହ୍ମପୁର,୦୪/୧୦(ଡ଼ି.ଏଚ ବ୍ୟୁରୋ):-ବ୍ରହ୍ମପୁର ଉପକଣ୍ଠ ନିମଖଣ୍ଡି ଅଞ୍ଚଳରେ ହତ୍ୟାକାଣ୍ଡ। ବିଳମ୍ବିତ ରାତିରେ ଦୁର୍ଦ୍ଦାନ୍ତ ଟୁନା ନାୟକଙ୍କୁ ତଣ୍ଟି କାଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିବା ବେଳେ ନିମଖଣ୍ଡି ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଏବଂ ହତ୍ୟାକାଣ୍ଡରେ ସମ୍ପୃକ୍ତି ଥିବା ନେଇ ଟୁନା ନାୟକ ଙ୍କ ବନ୍ଧୁ ବିଟୁ ସାହୁଙ୍କୁ ଅଟକ ରଖି ପଚରାଉଚରା ଜାରି କରୁଛି ପୁଲିସ।


















