ବ୍ରହ୍ମପୁର,୦୪/୧୦(ଡ଼ି.ଏଚ ବ୍ୟୁରୋ):-ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତର ଡି.ଆମ୍ବଠା ଗ୍ରାମରେ ଭାଇବୋହୂକୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କଲା ଦେଢଶୂର ବାବୁଲା ନାହାକ । ଗୁରୁତର ଅବସ୍ଥାରେ ଭାଇବୋହୂକୁ ବ୍ରହ୍ମପୁର ବଡ ମେଡିକାଲ ସ୍ଥାନାନ୍ତର କରାଯାଇଥିବା ବେଳେ ସେ ରକ୍ତାକ୍ତ ଅବସ୍ଥାରେ ରାସ୍ତାରେ ଛଟପଟ ହେଉଥିଲl ।


















