Friday, October 16, 2026
ADVERTISEMENT
Home ଆଞ୍ଚଳିକ ରାଜ୍ୟରେ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି ।

ରାଜ୍ୟରେ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି ।

2
ADVERTISEMENT

ଭୁବନେଶ୍ୱର,୧୬/୧୦(ଡ଼ି.ଏଚ ବ୍ୟୁରୋ):-ରାଜ୍ୟରେ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ପ୍ରସ୍ତୁତି ଜୋରଦାର ହୋଇଛି । ଏଥିପାଇଁ ଆସନ୍ତା ଅକ୍ଟୋବର ୨୬ରୁ ନଭେମ୍ବର ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ‘ଡୋର୍ ଟୁ ଡୋର୍’ (ଘରକୁ ଘର) ସର୍ଭେ କରାଯିବ। ଏବଂ କେନ୍ଦ୍ର ନିର୍ବାଚନ କମିଶନଙ୍କ ଦ୍ୱାରା ପ୍ରକାଶିତ ଏସଆଇଆର (SIR) ଭୋଟର ତାଲିକାକୁ ଆଧାର କରି ରାଜ୍ୟ ନିର୍ବାଚନ କମିଶନ ଏହି ସର୍ଭେ ପରିଚାଳନା କରିବେ।

Advertisement