କେନ୍ଦୁଝର,୧୮/୧୦(ଡ଼ି.ଏଚ ବ୍ୟୁରୋ):- ଦୁର୍ଗାପୂଜା ଅବସରରେ ଆଜି ରାଜ୍ୟର ବିଭିନ୍ନ ଶକ୍ତିପୀଠରେ ମହାଷ୍ଟମୀ ପୂଜା ପାଳନ ହେଉଥିବା ବେଳେ କେନ୍ଦୁଝର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରିଣୀଙ୍କ ପୀଠରେ ପାଳିତ ହେଉଛି ମହାସପ୍ତମୀ ପୂଜା।ଏହି ଅବସରରେ ସୁନାବେଶରେ ସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମା’ ତାରିଣୀ ।


















