Wednesday, November 11, 2026
ADVERTISEMENT
Home ଆଞ୍ଚଳିକ ଓଡ଼ିଶା ଗସ୍ତରେ ଆସିବେ ଉପ-ରାଷ୍ଟ୍ରପତି ସି.ପି ରାଧାକ୍ରିଷ୍ଣନ ।

ଓଡ଼ିଶା ଗସ୍ତରେ ଆସିବେ ଉପ-ରାଷ୍ଟ୍ରପତି ସି.ପି ରାଧାକ୍ରିଷ୍ଣନ ।

2
ADVERTISEMENT

ଭୁବନେଶ୍ୱର,୧୧।୧୧(ଡ଼ି.ଏଚ ବ୍ୟୁରୋ):-ଆସନ୍ତା ୧୬ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ଉପ-ରାଷ୍ଟ୍ରପତି ସି.ପି ରାଧାକ୍ରିଷ୍ଣନ । ଏହି ଅବସରରେ ସେ ଓଡ଼ିଶା ବିଧାନସଭାର ବିଧାୟକମାନଙ୍କ ପାଇଁ ଏକ-ଦିବସୀୟ ଦିଗ୍ଦର୍ଶନ କାର୍ଯ୍ୟକ୍ରମରେ ଯୋଗଦେବେ। ଏବଂ ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ତିନୋଟି ଅଧିବେଶନ ରହିବ। ଏଥିରେ ରାଜ୍ୟପାଳ ବ୍ରଜମୋହନ ରାମ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେବେ।

Advertisement