Wednesday, November 18, 2026
ADVERTISEMENT
Home ଆଞ୍ଚଳିକ ମାଲକାନଗିରିଜିଲ୍ଲାରେ ଆସନ୍ତା ୧୯ ଓ ୨୦ ତାରିଖ ଦୁଇ ଦିନ ପାଇଁ ଜିଲ୍ଲାର ସମସ୍ତ ସ୍କୁଲ,...

ମାଲକାନଗିରିଜିଲ୍ଲାରେ ଆସନ୍ତା ୧୯ ଓ ୨୦ ତାରିଖ ଦୁଇ ଦିନ ପାଇଁ ଜିଲ୍ଲାର ସମସ୍ତ ସ୍କୁଲ, କଲେଜ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ।

2
School closed hanging sign.
ADVERTISEMENT

ମାଲକାନଗିରି,୧୮।୧୧(ଡ଼ି.ଏଚ ବ୍ୟୁରୋ):- ବାତ୍ୟା ‘ଅକଭାନ’କୁ ଦୃଷ୍ଟିରେ ରଖି ମାଲକାନଗିରିଜିଲ୍ଲାରେ ଆସନ୍ତା ୧୯ ଓ ୨୦ ତାରିଖ ଦୁଇ ଦିନ ପାଇଁ ଜିଲ୍ଲାର ସମସ୍ତ ସ୍କୁଲ, କଲେଜ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ଘୋଷଣା କରିଛନ୍ତି ଜିଲ୍ଲାପାଳ । ଏଥିସହ ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି । ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ପବନ ଆଶଙ୍କା କରିଛି ପାଣିପାଗ ବିଭାଗ ।

Advertisement