Saturday, November 21, 2026
ADVERTISEMENT
Home ଆଞ୍ଚଳିକ ପଞ୍ଚୁକର ପ୍ରଥମ ଦିନରେ ଲକ୍ଷ୍ମୀନାରାୟଣ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ ।

ପଞ୍ଚୁକର ପ୍ରଥମ ଦିନରେ ଲକ୍ଷ୍ମୀନାରାୟଣ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ ।

2
ADVERTISEMENT

ପୁରୀ,୨୧।୧୦(ଡ଼ି.ଏଚ ବ୍ୟୁରୋ):-ଶ୍ରୀମନ୍ଦିରରେ ପଞ୍ଚୁକର ପ୍ରଥମ ଦିନରେ ଲକ୍ଷ୍ମୀନାରାୟଣ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ । ଏହି ଦର୍ଶନ ପାଇଁ ଶ୍ରୀମନ୍ଦିରରେ ହଜାର ହଜାର ଶ୍ରଦ୍ଧାଳୁ ଓ ହବିଷ୍ୟାଳୀଙ୍କ ଭିଡ଼ ଲାଗି ରହିଛି । ଚଳିତ ଥର ପଞ୍ଚୁକ ପାଞ୍ଚ ଦିନ ପରିବର୍ତ୍ତେ ୪ଦିନ ପଡୁଛି। ଫଳରେ ଭକ୍ତମାନେ ମହାପ୍ରଭୁଙ୍କର ବାଙ୍କଚୂଡ଼ ବେଶ ଦର୍ଶନରୁ ବଞ୍ଚିତ ରହିବେ।

Advertisement