Friday, November 6, 2026
ADVERTISEMENT
Home ମୁଖ୍ୟ ଖବର ହୀରାକୁଦ ଡ୍ୟାମ୍‌ର ଆଉ ୪ଟି ଗେଟ୍‌ ଖୋଲିଲା

ହୀରାକୁଦ ଡ୍ୟାମ୍‌ର ଆଉ ୪ଟି ଗେଟ୍‌ ଖୋଲିଲା

307
ADVERTISEMENT

ସମ୍ବଲପୁର, ୨୭।୮(ଏଜେନସି ): ଉପରମୁଣ୍ଡରେ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ହୀରାକୁଦ ଜଳ ଭଣ୍ଡାରର ୧୦ଟି ଗେଟ୍‌ ଖୋଲାଯାଇଛି । ସୋମବାର ପର୍ଯ୍ୟାୟକ୍ରମେ ୬ଟି ଗେଟ୍‌ ଖୋଲାଯାଇଥିବା ବେଳେ ମଙ୍ଗଳବାର ଆଉ ୪ଟି ଗେଟ୍‌ ଖୋଲାଯାଇଛି । ବର୍ତ୍ତମାନ ଜଳଭଣ୍ଡାର ଭିତରକୁ ପ୍ରତି ସେକେଣ୍ଡରେ ୧ ଲକ୍ଷ ୭୫ ହଜାର ୨୪୪ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ୧ ଲକ୍ଷ ୩୧ ହଜାର ୫୯ କ୍ୟୁସେକ ଜଳ ନିଷ୍କାସିତ ହେଉଛି।

Advertisement