Friday, November 6, 2026
ADVERTISEMENT
Home ମୁଖ୍ୟ ଖବର ଶ୍ରୀମନ୍ଦିର ଚତୁଃପାର୍ଶ୍ୱରୁ ୭୫ ମିଟର ଯାଏ ଉଚ୍ଛେଦ କାର୍ଯ୍ୟ ଆରମ୍ଭ: ସୁରକ୍ଷା କଡ଼ାକଡ଼ି

ଶ୍ରୀମନ୍ଦିର ଚତୁଃପାର୍ଶ୍ୱରୁ ୭୫ ମିଟର ଯାଏ ଉଚ୍ଛେଦ କାର୍ଯ୍ୟ ଆରମ୍ଭ: ସୁରକ୍ଷା କଡ଼ାକଡ଼ି

309
ADVERTISEMENT

ପୁରୀ,୨୭/୮(ଏଜେନସି ) : ଶ୍ରୀମନ୍ଦିର ମେଘନାଦ ପାଚେରୀ ଠାରୁ ୭୫ ମିଟର ପରିଧି ମଧ୍ୟରେ ଥିବା ନିର୍ମାଣ ଉଚ୍ଛେଦ ମଙ୍ଗଳବାର ସକାଳ ୯ ଟା ୫୫ ମିନିଟ୍‌ରୁ ଆରମ୍ଭ ହୋଇଛି । ପ୍ରଥମେ ଲଙ୍ଗୁଳି ମଠକୁ ପ୍ରଶାସନ ପକ୍ଷରୁ ଭଙ୍ଗାଯାଇଛି। ଶାନ୍ତିଶୃଙ୍ଖଳା ପାଇଁ ୨୪ ପ୍ଲାଟୁନ ପୋଲିସ ସହ ୧୦ ଜଣ ପ୍ରଶାସନିକ ଅଧିକାରୀଙ୍କ ଉପସ୍ଥିତିରେ ଏହି ଉଚ୍ଛେଦ କାର୍ଯ୍ୟ ଜାରି ରହିଛି । ୨୦ରୁ ଊର୍ଦ୍ଧ୍ୱ ଜେସିବି, ବ୍ରେକର ସହିତ ଟ୍ରାକ୍ଟର, ହାଇଓ୍ବା ସାହାଯ୍ୟରେ ଉଚ୍ଛେଦ ଚାଲିଛି ।

Advertisement