Friday, October 23, 2026
ADVERTISEMENT
Home ମୁଖ୍ୟ ଖବର ବଲାଙ୍ଗିର:ସଡ଼କ ଦୁର୍ଘଟଣାରେ ବଙ୍ଗମୁଣ୍ଡା ବ୍ଲକର ପୂର୍ବତନ ଅଧ୍ୟକ୍ଷ ମୃତ୍ୟୁ

ବଲାଙ୍ଗିର:ସଡ଼କ ଦୁର୍ଘଟଣାରେ ବଙ୍ଗମୁଣ୍ଡା ବ୍ଲକର ପୂର୍ବତନ ଅଧ୍ୟକ୍ଷ ମୃତ୍ୟୁ

395
ADVERTISEMENT

ବଲାଙ୍ଗିର(ଦୁନିଆ ହାଲ୍ ଚାଲ୍): ସଡ଼କ ଦୁର୍ଘଟଣାରେ ବଲାଙ୍ଗିର ଜିଲ୍ଲା ବଙ୍ଗମୁଣ୍ଡା ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା ରାଜ୍ୟ ବିଜେପି କାର୍ଯ୍ୟକାରିଣୀ ସଦସ୍ୟ ରାଷ୍ଟ୍ରପତି ବେହେରାଙ୍କ ମୃତ୍ୟୁ ଘଟିଛି। ଏଥିସହ ତାଙ୍କ ସହଯୋଗୀଙ୍କର ମଧ୍ୟ ମୃତ୍ୟୁ ଘଟିଛି। କଣ୍ଟାବାଞ୍ଜିରୁ ଭୁବନେଶ୍ୱର ଆସିବାବେଳେ ଖାରି ପାଖରେ ତାଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହେବାରୁ ଦୁହିଁଙ୍କର ମୃତ୍ୟୁ ହୋଇଥିବାବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Advertisement