Monday, September 21, 2026
ADVERTISEMENT
Home ମୁଖ୍ୟ ଖବର ବିଜେଡିର ତିନି ରାଜ୍ୟ ସାଧାରଣ ସମ୍ପାଦକ ନିଯୁକ୍ତ

ବିଜେଡିର ତିନି ରାଜ୍ୟ ସାଧାରଣ ସମ୍ପାଦକ ନିଯୁକ୍ତ

425
ADVERTISEMENT

ଭୁବନେଶ୍ୱର,(ଦୁନିଆ ହାଲ୍ ଚାଲ୍): ବିଜୁ ଜନତା ଦଳର ମାନ୍ୟବର ଅଧ୍ୟକ୍ଷ ନବୀନ ପଟ୍ଟନାୟକ ଶୁକ୍ରବାର ଦିନ ପ୍ରିୟଦର୍ଶୀ ମିଶ୍ର, ଜନ୍ମେଜୟ ଲେଙ୍କା ଏବଂ ମୀନକେତନ ଅମାନ୍ତଙ୍କୁ ଦଳର ରାଜ୍ୟ ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରିଛନ୍ତି।

Advertisement