ବଡ଼ଚଣା ଓ ନିମାପଡ଼ା ଆସନ ଲାଗି ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ

264
ADVERTISEMENT

ଭୁବନେଶ୍ୱର, (ଦୁନିଆ ହାଲ୍ ଚାଲ୍) : ଆଜି କଂଗ୍ରେସ ଦୁଇଟି ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରିଛି। ବଡ଼ଚଣା ଓ ନିମାପଡ଼ା ଆସନ ଲାଗି ଦଳ ନୂଆ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ବଡ଼ଚଣା ପାଇଁ ଅଜୟ ସାମଲ ଏବଂ ନିମାପଡ଼ା ପାଇଁ ଦିଲୀପ ନାୟକଙ୍କୁ  ଟିକେଟ୍ ଦେଇଛି କଂଗ୍ରେସ। ଗତକାଲି ବଡ଼ଚଣାରୁ ସୀତାକାନ୍ତ ମହାପାତ୍ର ଓ  ନିମାପଡ଼ାରୁ ସତ୍ୟବ୍ରତ ପାତ୍ର ଟିକେଟ୍ ଫେରାଇ ଦେଇଥିଲେ।

Advertisement