ନରେନ୍ଦ୍ର ମୋଦି ସରକାରଙ୍କ ମନ୍ତ୍ରିମଣ୍ଡଳ ବୈଠକ

181
ADVERTISEMENT

ନୂଆଦିଲ୍ଲୀ, ୧୨|୬(ଡି. ଏଚ. ଏନ ): ଆଜି ମୋଦି ମନ୍ତ୍ରିମଣ୍ଡଳର ପ୍ରଥମ ବୈଠକ ବସିବ ,ପ୍ରସ୍ତୁତ ହେବ ୧୦୦ ଦିନର ରୋଡମ୍ୟାପ୍ । ଏହି ବୈଠକରେ ନିର୍ବାଚନ ବେଳେ ଦଳ ଜାରି କରିଥିବା ଘୋଷଣାପତ୍ର କିଭଳି ପୂରଣ ହେବ ସେ ନେଇ ମନ୍ତ୍ରିମଣ୍ଡଳକୁ ଅବଗତ କରାଇବେ ପ୍ରଧାନମନ୍ତ୍ରୀ। ଏଥିସହ ୧୦୦ ଦିନର ସ୍ୱତନ୍ତ୍ର ଖସଡ଼ା ପ୍ରସ୍ତୁତ କରିବା ପାଇଁ ମଧ୍ୟ ଜଣାଇବେ। ବୈଠକରେ ରାଷ୍ଟ୍ରମନ୍ତ୍ରୀ ଓ ସ୍ୱାଧୀନ ରାଷ୍ଟ୍ରମନ୍ତ୍ରୀଙ୍କ କାର୍ଯ୍ୟ ବାବଦରେ ମଧ୍ୟ ଆଲୋଚନା ହେବ।

Advertisement