ଜୁଏଲଙ୍କୁ ନୂଆ ଦାୟିତ୍ୱ: ହେଲେ ସଂସଦ ପ୍ରତିରକ୍ଷା କମିଟି ଅଧ୍ୟକ୍ଷ

553
ADVERTISEMENT

ଭୁବନେଶ୍ୱର,୧୪/o୯(କୁନା ପ୍ରଧାନ ) : ସୁନ୍ଦରଗଡ଼ର ଭାଜପା ଏମ୍‌ପି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କୁ ନୂତନ ଦାୟିତ୍ୱ ମିଳିଛି। ତାଙ୍କୁ ସଂସଦୀୟ ପ୍ରତିରକ୍ଷା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଦିଆଯାଇଥିବା ନେଇ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କମିଟିରେ ଓଡ଼ିଶାରୁ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ ଏବଂ ବିଜେଡି ଏମ୍‌ପି ରାଜଶ୍ରୀ ମଲ୍ଲିକ ପ୍ରମୁଖ ସ୍ଥାନ ପାଇଛନ୍ତି।

Advertisement