Friday, November 20, 2026
ADVERTISEMENT
Home ଆଞ୍ଚଳିକ କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ସହକାରୀ ନିର୍ବାହୀ ଯନ୍ତ୍ରୀ କାର୍ଯ୍ୟାଳୟ ତରଫରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ୟକ୍ରମ

କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ସହକାରୀ ନିର୍ବାହୀ ଯନ୍ତ୍ରୀ କାର୍ଯ୍ୟାଳୟ ତରଫରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ୟକ୍ରମ

275
ADVERTISEMENT

କନ୍ଧମାଳ,୧୫/o୯(ସୁରେଶ କୁମାର ପଣ୍ଡା ) : କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ସହକାରୀ ନିର୍ବାହୀ ଯନ୍ତ୍ରୀ କାର୍ଯ୍ୟାଳୟ(ରାସ୍ତା ଓ କୋଠାବାଡି) ତରଫରୁ ସ୍ୱଚ୍ଛତା ହିଁ ସେବା ଅଭିଯାନ କାର୍ଯ୍ୟକ୍ରମ କରଯାଇଥିଲା । ଏହି କାର୍ଯ୍ୟକ୍ରମ ତୁମୁଡିବନ୍ଧ ଥାନା ସମ୍ମୁଖରେ ଏବଂ ବେଲଘର ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ହୋଇଥିଲା ଏହି କାର୍ଯ୍ୟକ୍ରମରେ ଲୋକ ମାନଙ୍କୁ ବର୍ଜ୍ୟ ପ୍ଲାଷ୍ଟିକ ସଂଗ୍ରହ ଓ ଏହାର ପୁନଃ ବିନଯୋଗ ନେଇ କୁହାଯିବା ସହ ଏହି ମହାନ କାର୍ଯ୍ୟକ୍ରମରେ ସାମିଲ ହେବା ନିମନ୍ତେ ପ୍ରତି ଗାଁ ଓ ସାହିରେ ରହୁଥିବା ଲୋକଙ୍କୁ ପ୍ରଚାର କରିବା ସହ ସୁଚାରୁ ରୂପେ ଏହି କାର୍ଯ୍ୟକ୍ରମ କରାଯାଇଥିଲା । ଏହି କାର୍ଯ୍ୟକ୍ରମ କ୍ରମରେ ସହକାରୀ ଯନ୍ତ୍ରୀ ସଚିକାନ୍ତ ଜୟ ସିଂ,କନିଷ୍ଠ ଯନ୍ତ୍ରୀ ସୁନୀଲ କୁମାର ଘୋଷ, ତୁମୁଡିବନ୍ଧ ଏସଆଇ ଯୁଗଳ କିଶୋର ନାୟକ, ଅଂଚଳର ବହୁ ସମାଜ ସେବି, ଠିକାଦାର ଟୁଟୁ ମହାପାତ୍ର ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ ।

Advertisement