ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଜୁଲାଇ ୮ରୁ ଆରମ୍ଭ

218
ADVERTISEMENT

ଭୁବନେଶ୍ୱର, ୧୩/୬(ଡ଼ି.ଏଚ.ବି): ଆଗାମୀ ଜୁଲାଇ ୮ରୁ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ ହୋଇ ଜୁଲାଇ ୧୪ ତାରିଖରେ ଶେଷ ହେବ। ତେବେ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ୧୬ ତାରିଖ ଯାଏଁ ଚାଲିବ। ପରୀକ୍ଷା ସକାଳ ୯ଟାରୁ ଆରମ୍ଭ ହୋଇ ପୂର୍ବାହ୍ନ ୧୧.୩୦ ପର୍ଯ୍ୟନ୍ତ ଚାଲିବ ବୋଲି ମାଧ୍ୟମିକ ଶିକ୍ଷା ବୋର୍ଡ ସମ୍ପାଦକ ରାମଶିଷ ହାଜରା ସୂଚନା ଦେଇଛନ୍ତି।

Advertisement