ରାଜ୍ୟବାସୀଙ୍କୁ ରଜ ଅବସରରେ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

865
ADVERTISEMENT

ଭୁବନେଶ୍ୱର, ୧୪/୬(ଡ଼ି.ଏଚ.ବି): ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରଜ ପର୍ବ ଉପଲକ୍ଷେ ରାଜ୍ୟବାସୀଙ୍କ ସୁଖ ଓ ସମୃଦ୍ଧି କାମନା କରି ଅଭିନନ୍ଦନ ଜଣାଇଛନ୍ତି।

https://twitter.com/Naveen_Odisha/status/1139371688078954496

ସେ ଟୁଇଟ୍‌ କରି ଲେଖିଛନ୍ତି: ‘ଓଡ଼ିଶାର ଅନନ୍ୟ ସାଂସ୍କୃତିକ ଗଣପର୍ବ ରଜ ଉପଲକ୍ଷେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ଆମ ଗୌରବମୟ ପରମ୍ପରାର ପ୍ରତୀକ ଏହି ପର୍ବ ସମାଜରେ ଆନନ୍ଦ, ଉତ୍ସାହ ଓ ଉଲ୍ଲାସ ଭରିଦେଉ। ସମସ୍ତଙ୍କ ସୁଖ ଓ ସମୃଦ୍ଧି କାମନା କରୁଛି।’

Advertisement