Monday, November 9, 2026
ADVERTISEMENT
Home ମୁଖ୍ୟ ଖବର ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା

ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା

269
ADVERTISEMENT

ଭୁବନେଶ୍ୱର,୨୬/୯(ଏଜେନ୍ସି ): ଉତ୍ତର ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ଆଜି ପ୍ରବଳ ବର୍ଷା ଲାଗି ରହିଛି। ସେହି ଜିଲ୍ଲା ଗୁଡ଼ିକ ହେଲା- ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼। ଏହାସହ ରାଜ୍ୟର ଅନ୍ୟ ଜିଲ୍ଲାମାନଙ୍କରେ ମଧ୍ୟ ବର୍ଷା ସହ ବଜ୍ରପାତ ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏବଂ ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ଆହୁରି ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି।

Advertisement